www.samajalive.in
Saturday, December 6, 2025
23.1 C
Bhubaneswar

ବୟସ ଅନୁଯାୟୀ ରକ୍ତଚାପ କେତେ ରହିବା ଜରୁରୀ?

ବର୍ତ୍ତମାନ ସମୟରେ ଉଚ୍ଚ ରକ୍ତଚାପ ସଭିଁଙ୍କ ପାଇଁ ସମସ୍ୟା ପାଲଟିଛି । ଉଚ୍ଚ ରକ୍ତଚାପ ସିଧାସଳଖ କୋଲେଷ୍ଟେରୋଲ୍‌ ଓ ହୃଦୟ ସହ ଜଡିତ । କୋଲେଷ୍ଟେରୋଲ୍‌ ବୃଦ୍ଧି ଓ ହୃଦୟ ସଠିକ୍‌ ଭାବେ କାମ ନକରିବା ଦ୍ୱାରା ପ୍ରଥମ ଲକ୍ଷଣ ଉଚ୍ଚ ରକ୍ତଚାପ ଭାବେ ଦେଖାଯାଏ । ତେଣୁ ବୟସ ଅନୁଯାୟୀ ରକ୍ତଚାପ କେତେ ରହିବା ଜରୁରୀ ତାହା ଜାଣିବା ନିତାନ୍ତ ଆବଶ୍ୟକ । କାରଣ ବୟସ ଅନୁଯାୟୀ ସଭିଁଙ୍କ ରକ୍ତଚାପ ଭିନ୍ନ ଭିନ୍ନ ହୋଇଥାଏ । ଜାଣନ୍ତୁ ୧୮ ବର୍ଷରୁ ଆରମ୍ଭ କରି ୬୦ ବର୍ଷ ପର୍ଯ୍ୟନ୍ତ ବୟସ ଅନୁଯାୟୀ କେତେ ରକ୍ତଚାପ ରହିବା ଦ୍ୱାରା ଶରୀର ସୁସ୍ଥ ରହିଥାଏ ।

୧୬ ଅଗଷ୍ଟରେ ୨ ଦୁର୍ଲ୍ଲଭ ଯୋଗ: ୫ ରାଶିଙ୍କୁ ମିଳିବ ଲାଭ ହିଁ ଲାଭ, ବଦଳିଯିବ ଭାଗ୍ୟ, ରହିବିନି ଚିନ୍ତା..

- Advertisement -

୧୮-୩୯ ବର୍ଷ ଯୁବକଙ୍କ ୧୧୯/୭୦ ଓ ମହିଳାଙ୍କର ୧୧୦/୬୮ଏମଏମ ରକ୍ତଚାପ ରହିବା ସ୍ୱାସ୍ଥ୍ୟକର ବୋଲି କୁହାଯାଏ ।

୪୦-୫୬ ବର୍ଷ ବ୍ୟକ୍ତିଙ୍କର ୧୨୪/୭୭ ଓ ମହିଳାଙ୍କର ୧୨୨/୭୪ ରକ୍ତଚାପ ସ୍ୱାସ୍ଥ୍ୟକର ଅଟେ ।

ସେହିପରି ୬୦ ବର୍ଷ ଉର୍ଦ୍ଧ ବ୍ୟକ୍ତିଙ୍କର ୧୩୩/୬୯ ଓ ମହିଳାଙ୍କର ରକ୍ତଚାପ ୧୩୯/୬୮ ସଠିକ୍‌ ଅଟେ ।

ବୟସ ଅନୁଯାୟୀ ରକ୍ତଚାପ ଏତିକି ରହିବା ଦ୍ୱାରା ହୃଦୟ ସଠିକ୍‌ ଭାବେ କାର୍ଯ୍ୟ କରିଥାଏ।

ଦୀର୍ଘାୟୁ ଓ ସୁସ୍ଥ ଜୀବନ ପାଇଁ ୧୦୦/୭୦ ରକ୍ତଚାପ ରହିବା ଜରୁରୀ।

ଦେଖନ୍ତୁ ଭିଡିଓ ; ସଫାରୀରେ ଯାଇ ସିଂହ ମୁଣ୍ଡରେ ହାତ ମାରିଲେ ପର୍ଯ୍ୟଟକ, ଆଉ ତା’ପରେ..

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories