www.samajalive.in
Sunday, December 7, 2025
16.1 C
Bhubaneswar

ଖଣ୍ଡଗିରି ଯାତ୍ରା: ଅଶ୍ଲୀଳ ନୃତ୍ୟ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିର୍ଦେଶ ଦେଲେ ବିଏମସି କମିଶନର

ଭୁବନେଶ୍ୱର: ଖଣ୍ଡଗିରି ଯାତ୍ରାରେ ଅଶ୍ଲୀଳ ନୃତ୍ୟ ସମ୍ପୂର୍ଣ୍ଣ ବନ୍ଦ ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମସି) କମିଶନର ସମସ୍ତ ଯାତ୍ରା ପାର୍ଟି ମାଲିକଙ୍କୁ ନିର୍ଦେଶ ଦେଇଛନ୍ତି। ମର୍ଯ୍ୟାଦା ଭିତରେ ରହି ଯାତ୍ରା ପରିବେଷଣ କରିବା ପାଇଁ ଯାତ୍ରା ପାର୍ଟି ମାଲିକଙ୍କୁ ଦେଇଥିବା ନିର୍ଦେଶରେ ସେ ଉଲ୍ଲେଖ କରିଛନ୍ତି। ବିଏମସି କମିଶନର କହିଛନ୍ତି ଯେ ସ୍ଥାୟୀ ଆଲୋକୀକରଣ ଓ ପାନୀୟ ଜଳ ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯିବ।ମାର୍ଗଦର୍ଶିକା ଅନୁସାରେ ଯାତ୍ରା ପରିବେଷଣ ହେବ ବୋଲି ବିଏମସି କମିଶନର ପ୍ରକାଶ କରିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories