www.samajalive.in
Saturday, December 6, 2025
17.1 C
Bhubaneswar

ସଫେଇ କର୍ମଚାରୀଙ୍କ ଝାଡୁ ଛାଡ଼ ଆନ୍ଦୋଳନ

ଭୁବନେଶ୍ଵର: ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା। ଯାହାର ପ୍ରତିବାଦରେ ଆଜି ସଫେଇ କର୍ମଚାରୀ ମାନେ ଝାଡୁ ଛାଡ ଆନ୍ଦୋଳନ କରିଛନ୍ତି।  ସମସ୍ତ ଓ୍ବାର୍ଡରେ ସଫେଇ କର୍ମଚାରୀମାନେ କାର୍ଯ୍ୟ ବନ୍ଦ କରିଥିବା ଦେଖିବାକୁ ମିଳିଛି। ୱାର୍ଡକୁ ସଫେଇ ପାଇଁ ନଯାଇ ଲାଇନ୍ ହୋଇ ଠିଆ ହୋଇଛି ପ୍ରାୟ ୧୫ ସଫେଇ ଗାଡ଼ି । ତେବେ ଏହି ଘଟଣାରେ ପୁଲିସ ୩ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ମାନେ ହେଲେ ଜୀବନ ରାଉତ, ରଶ୍ମୀ ମହାପାତ୍ର ଏବଂ ଦେବାଶିଷ ପ୍ରଧାନ। ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories