www.samajalive.in
Monday, December 15, 2025
26.1 C
Bhubaneswar

ବିଏମସି କର୍ମଚାରୀଙ୍କ କଳାବ୍ୟାଜ୍‍ ପିନ୍ଧି ଆନ୍ଦୋଳନ

ସମାଜ ଡିଜିଟାଲ ଡେସ୍କ: ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ଆଜି କଳାବ୍ୟାଜ୍‍ ପିନ୍ଧି ଆନ୍ଦୋଳନକୁ ଓହ୍ଲାଇଛନ୍ତି ବିଏମସି କର୍ମଚାରୀ । ବିଏମସି କାର୍ଯ୍ୟାଳୟ ସମ୍ମୁଖରେ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଭାବେ ପ୍ରତିବାଦ କରିଛନ୍ତି । କାର୍ଯ୍ୟାଳୟରେ ଷ୍ଟାଫଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ସେମାନେ ଦାବି କାରିଛନ୍ତି । ସୋମବାର ଅତିରିକ୍ତ କମିଶନରଙ୍କୁ ଅଫିସରୁ ଘୋଷାଡି ଆଣି ମାଡ ମାରିବା ସହ ଆକ୍ରମଣ କରିଥିଲେ ଦୁବୃର୍ତ୍ତ । ଘଟଣାକୁ ସମସ୍ତ କର୍ମଚାରୀ ନିନ୍ଦା କରିବା ସହ ରାଜ୍ୟର ଅନ୍ୟ କିଛି ସ୍ଥାନରେ ଓଏଏସ ସଂଘ କାର୍ଯ୍ୟବନ୍ଦ କରିଛନ୍ତି । ସେପଟେ ଘଟଣାକୁ ନିନ୍ଦା କରିବା ସହ ଦୁଭାବ୍ୟଜନକ କହିଛନ୍ତି ବିଏମସି କମିଶନର ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories