www.samajalive.in
Saturday, December 6, 2025
26.1 C
Bhubaneswar

ଯାତ୍ରୀବାହୀ ଡ଼ଙ୍ଗା ଓଲଟି ୧ ମୃତ, ୬ ନିଖୋଜ

ଝାରସୁଗୁଡା/ଡେସ୍କ: ଝାରସୁଗୁଡା ଜିଲ୍ଲା ଲଖନପାଲି ବ୍ଲକ ହୀରାକୁଦ ଡ୍ୟାମର ଶରଧାପାଲି ଗାଁ ନିକଟରେ ମହାନଦୀରେ ଏକ ଯାତ୍ରୀବାହୀ ଡ଼ଙ୍ଗା ଓଲଟି ପଡିବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୬ ଜଣଙ୍କର କୌଣସି ପତ୍ତା ମିଳୁନଥିବା ସୂଚନା ମିଳିଛି।

ପ୍ରାଥମିକ ସୂଚନା ଅନୁଯାୟୀ, ସେହି ଡଙ୍ଗାରେ ୫୦ ଜଣ ଯାତ୍ରୀ ବରଗଡ଼ ବାଞ୍ଜିପାଲିରୁ ଯାଇଥିଲେ। ପ୍ରତ୍ୟେକ୍ଷଦର୍ଶୀଙ୍କ କହିବାନୁଯାୟୀ, ସେହି ଡ଼ଙ୍ଗାରେ ଆବଶ୍ୟକ ଠାରୁ ଅଧିକ ଯାତ୍ରୀ ଯାତ୍ରା କରୁଥିବାରୁ ଡଙ୍ଗାଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ନିକଟରେ ଥିବା ମତ୍ସ୍ୟଜୀବୀ ମାନେ ୪୦ ଜଣଙ୍କୁ ଉଦ୍ଧାର କରି କୂଳକୁ ଆଣିଥିଲେ ମଧ୍ୟ ଅନ୍ୟ ନିଖୋଜ ମାନଙ୍କୁ ଉଦ୍ଧାର କରିବା ଲାଗି ଚେଷ୍ଟା ଜାରି ରହିଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories