www.samajalive.in
Saturday, December 6, 2025
14.1 C
Bhubaneswar

ଜଙ୍ଗଲରୁ ମିଳିଲା ଯୁବତୀଙ୍କ ମୃତଦେହ, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

ମାଲକାନଗିରି: ଜଙ୍ଗଲରୁ ଜଣେ ଯୁବତୀଙ୍କ ଗଳିତ ମୃତଦେହକୁ ପୁଲିସ ଉଦ୍ଧାର କରିଛି। ଚାଲାଣଗୁଡ଼ା ପଞ୍ଚାୟତ ରେଙ୍ଗାବନ୍ଧ ଜଙ୍ଗଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଯୁବତୀଙ୍କ ପରିଚୟ ଅସ୍ପଷ୍ଟ ରହଛି। ତେବେ ଯୁବତୀକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ପୁଲିସ ସନ୍ଦେହ କରୁଛି। ସାଇଣ୍ଟିଫିକ୍‌‌ ଟିମ ସହ ଘଟଣାସ୍ଥଳରେ ପହଞ୍ଚି ପୁଲିସ ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories