www.samajalive.in
Tuesday, December 9, 2025
16.1 C
Bhubaneswar

୮୩ ଦିନ ପରେ ଖୋଲିଲା ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ

ବଲାଙ୍ଗୀର: ଦୀର୍ଘ ୮୩ ଦିନ ପରେ ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଖୋଲିଛି। ପୂର୍ବରୁ ବନ୍ଦ ଥିବା ଅନ୍ୟ କେତେକ କାର୍ଯ୍ୟାଳୟ ମଧ୍ୟ ଖୋଲିଛି। ହାଇକୋର୍ଟ ସ୍ଥାୟୀ ବେଞ୍ଚ୍‍ ପୁନଃ ପ୍ରତିଷ୍ଠା ଦାବି ନେଇ ଚାଲିଥିବା ଆନ୍ଦୋଳନ ପରିପ୍ରେକ୍ଷୀରେ କ୍ରିୟାନୁଷ୍ଠାନ କମିଟି ଓ ଜିଲ୍ଲା ଓକିଲ ସଂଘ ପକ୍ଷରୁ କାର୍ଯ୍ୟାଳୟଗୁଡି଼କରେ ଧାରଣାଦେବାରୁ ତାହା ବନ୍ଦ ରହିଥିଲା। ଜିଲ୍ଲା ଓକିଲ ସଂଘର ନିଷ୍ପତ୍ତିକ୍ରମେ କାର୍ଯ୍ୟାଳୟଗୁଡ଼ିକ ଖୋଲାରହିଥିଲେ ମଧ୍ୟ କୋର୍ଟ ସଂପର୍କିତ କୌଣସି କାର୍ଯ୍ୟରେ ଓକିଲମାନେ ଯୋଗଦେବେ ନାହିଁ ବୋଲି ସଂଘର ସଭାପତି ଅଶୋକ କୁମାର ମହାନ୍ତି କହିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories