www.samajalive.in
Friday, December 5, 2025
20.1 C
Bhubaneswar

ନଦୀରୁ ମିଳିଲା ନିଖୋଜ ନାବାଳକଙ୍କ ମୃତଦେହ

ବଲାଙ୍ଗୀର: ନଦୀରୁ ମିଳିଲା ନିଖୋଜ ନାବାଳକଙ୍କ ମୃତଦେହ। ବଲାଙ୍ଗୀର ଜିଲ୍ଲା ତୁଷୁରା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ତେଲ ନଦୀରୁ ନାବାଳକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ନାବାଳକ ଜଣକ ତୁଷୁରା ଅଞ୍ଚଳର ବୋଲି ଜଣାପଡିଛି। ହତ୍ୟା ନା ଆତ୍ମହତ୍ୟା ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ। କିନ୍ତୁ ନଦୀ ନିକଟରୁ ଏକ ସାଇକେଲ ଜବତ କରାଯାଇଛି। ସୋମବାର ସନ୍ଧ୍ୟାରୁ ନାବାଳକ ଜଣକ ଘରୁ କେଉଁଆଡେ ଯାଇ ଘରକୁ ଫେରିନଥିଲେ। ଫଳରେ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ। ହେଲେ କୌଣସି ପତ୍ତା ମିଳିନଥିଲା। ଆଜି ସକାଳୁ ନଦୀରୁ ନାବାଳକଙ୍କ ମୃତଦେହ ଉଦ୍ଧାର ହୋଇଛି। ପୁଲିସ ଏହି ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories