www.samajalive.in
Friday, December 12, 2025
19.1 C
Bhubaneswar

ଖାଇବାକୁ ନଦେବାରୁ ସ୍ତ୍ରୀକୁ ହାଣିଲା ସ୍ଵାମୀ ! ଅଭିଯୁକ୍ତ ଗିରଫ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ଦେଓଗାଁ ଥାନା ଅତଲା ଗାଁରେ ବିଭତ୍ସ ହତ୍ୟାକାଣ୍ଡ।  ସ୍ଵାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ । ଗତକାଲି ବିଳମ୍ବିତ ରାତିରେ ଘରକୁ ଫେରି ସ୍ଵାମୀ ସ୍ତ୍ରୀକୁ ଖାଇବାକୁ ମାଗିଥିଲା। ମାତ୍ର ସ୍ତ୍ରୀ ଖାଇବାକୁ ନ ଦେବାରୁ ସ୍ଵାମୀ ଉତ୍ତ୍ୟକ୍ତ ହୋଇ ସ୍ତ୍ରୀକୁ ଏକ ଟାଙ୍ଗିଆରେ ହାଣି ହତ୍ୟା କରିଛି। ପରେ ଖବର ପାଇ ଦେଓଗାଁ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ହତ୍ୟାରେ ବ୍ୟବହୃତ ଟାଙ୍ଗିଆ ଜବତ କରିଛି। ଏବଂ ଅଭିଯୁକ୍ତ ସ୍ଵାମୀକୁ ଗିରଫ କରିଥିବା ସୂଚନା ମିଳିଛି।

Hot this week

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

Related Articles

Popular Categories