www.samajalive.in
Saturday, December 6, 2025
15.1 C
Bhubaneswar

ଗଛରେ ପିଟି ହୋଇ ଦୁଇ ବାଇକ୍ ଆରୋହୀ ମୃତ

ବଲାଙ୍ଗୀର: ବଲାଙ୍ଗୀର-ଟିଟଲାଗଡ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗଛରେ ପିଟି ହୋଇ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏନଏଚ୍ ୨୬ ମଠଖାଇ ପାହାଡ ନିକଟରେ ଏଭଳି ଅଘଟଣ ଘଟିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ। ଖବର ପାଇ ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories