www.samajalive.in
Saturday, December 6, 2025
16.1 C
Bhubaneswar

ଗୁଣି ଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା !

ବଲାଙ୍ଗୀର :  ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ଘୁନେଶ ପଞ୍ଚାୟତ ଖୁଜେନ ଗାଁରେ ଅଭାବନୀୟ ଘଟଣା ଘଟିଛି । ଜମିବାଡି ବିବାଦ ସହ ଗୁଣି ଗାରେଡିକୁ ସନ୍ଦେହ କରି ଜଣେ ବୃଦ୍ଧଙ୍କୁ ଗଳା କାଟି ହତ୍ୟା କରାଯାଇଛି। ମୃତକ ତୁଲାରାମ ଜାନୀ ବୋଲି ଜଣାପଡିଛି। ଗତକାଲି ରାତିରେ ତୁଲାରାମ ଘରେ ଶୋଇଥିବାବେଳେ ଏଭଳି କାଣ୍ଡ ଘଟିଛି। ହତ୍ୟା ସନ୍ଦେହେରେ ୪ ଜଣ ପୁତୁରା ଡିଙ୍ଗର ଜାନୀ, ରୁକ୍ମଣ ଜାନୀ, ସୁକାନନ ଜାନୀ, ରୂପବନ୍ତ ଜାନୀ ଙ୍କୁ ତୁରେକେଲା ପୁଲିସ୍ ଅଟକ ରଖିଛି । ଘଟଣା ସ୍ଥଳରେ ସାଇଣ୍ଟିଫିକ ଟିମ ପହଞ୍ଚି ଅଧିକ ତଦନ୍ତ କରୁଛି।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories