www.samajalive.in
Saturday, December 6, 2025
15.1 C
Bhubaneswar

ଯୁବକଙ୍କୁ ଘର ସାମ୍ନାରେ ହାଣି ହତ୍ୟା !

ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା ଟାଉନ୍ ଥାନା ଅଞ୍ଚଳରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଖଦାଲପଡାରେ ଜଣେ ଯୁବକଙ୍କୁ ହାଣି ହତ୍ୟା କରାଯାଇଛି। ହତ୍ୟା କରିବା ପରେ ଘଟଣାସ୍ଥଳରୁ ଦୁର୍ବୁତ୍ତମାନେ ଫେରାର୍‌ ହୋଇଯାଇଛନ୍ତି। ଗୁରୁତର ଅବସ୍ଥାରେ ଯୁବକଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ହତ୍ୟାକାଣ୍ଡର କାରଣ ଜଣାପଡିନଥିବାବେଳେ ପୁଲିସ୍‌ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories