www.samajalive.in
Wednesday, December 10, 2025
23.1 C
Bhubaneswar

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତଦେହଟି ସୁକତେଲ ଡ୍ୟାମ୍‌ରେ କାର୍ଯ୍ୟରତ କର୍ମଚାରୀଙ୍କର ବୋଲି ଜଣାପଡିଛି। ମୃତକଙ୍କ ଘର ସୁନ୍ଦରଗଡ ଜିଲ୍ଲା ବଣାଇରେ ଏବଂ ତାଙ୍କ ନାଁ ପପୁ । ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନଥିବାବେଳେ ପପୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

Related Articles

Popular Categories