www.samajalive.in
Saturday, December 6, 2025
26.1 C
Bhubaneswar

ପାହାଡ ଉପରୁ ମାଓ କ୍ୟାମ୍ପ ଠାବ, ଖସି ପଳାଇଲେ ମାଓବାଦୀ

ବଲାଙ୍ଗୀର: ମାଓ କ୍ୟାମ୍ପ ଠାବ। ବଲାଙ୍ଗୀର ଜିଲ୍ଲାର ଛତରଦାଣ୍ଡି ଏବଂ ଗନ୍ଧମାର୍ଦନ ପାହାଡରେ ଦୁଇଟି ମାଓବାଦୀ କ୍ୟାମ୍ପ ଠାବ ହୋଇଛି। ଖପ୍ରାଖୋଲ, ଲାଠୋର ଓ ତୁରେକେଲା ଥାନା ଅଞ୍ଚଳର ଡିଭିଏଫ୍ ଟିମ୍ ପକ୍ଷରୁ ସ୍ଵତନ୍ତ୍ର ସର୍ଚ୍ଚ ଅପରେସନ୍ ବେଳେ ଏହି ଦୁଇଟି ମାଓବାଦୀ କ୍ୟାମ୍ପ ଠାବ ହୋଇଛି। ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ , ଟିଫିନ୍ ବୋମା ଆଦି ଜବତ କରାଯାଇଛି। ହେଲେ ମାଓବାଦୀ ମାନେ ଘଟଣାସ୍ଥଳରୁ ଫେରାର୍ ହେବାକୁ ସକ୍ଷମ ହୋଇଛନ୍ତି। ପାହାଡ ଉପରେ ମାଓ କ୍ୟାମ୍ପ ଚାଲୁଥିବା ଖବର ପାଇ ପୁଲିସ୍ ପକ୍ଷରୁ ଚଢାଉ କରାଯାଇଥିଲା । ଏବଂ ପୁଲିସ୍ ଏବଂ ମାଓବାଦୀଙ୍କ ପକ୍ଷରୁ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories