www.samajalive.in
Sunday, December 14, 2025
26.1 C
Bhubaneswar

ତେଲ ଟ୍ୟାଙ୍କରରେ ନିଆଁ, ଆୟତ୍ତ କଲା ଅଗ୍ନିଶମ ବାହିନୀ

ବଲାଙ୍ଗିର: ପାରାଦୀପରୁ କଳାହାଣ୍ଡି ଜିଲା କେସିଙ୍ଗାକୁ ଏକ ତେଲ ଟ୍ୟାଙ୍କର ଯାଉଥିବା ବେଳେ ଆଜି ବଲାଙ୍ଗିର ସୁଦପଡା ନିକଟରେ ସେଥିରେ ନିଆଁ ଲାଗିଯାଇଥିଲା। ଅଗ୍ନିଶମ ବିଭାଗକୁ ସୂଚନା ଦେବାପରେ ସଙ୍ଗେ ସଙ୍ଗେ ଅଗ୍ନିଶମ ଦଳ ପହଞ୍ଚି ନିଆଁ ଲିଭାଇଥିଲେ। ସେହି ଟ୍ୟାଙ୍କରରେ ୫ ହଜାର ଲିଟର ପେଟ୍ରୋଲ ଓ ୧୫ ହଜାର ଲିଟର ଡିଜେଲ ଥିଲା। ଅଗ୍ନିଶମ ବିଭାଗର ତ୍ବରିତ ପଦକ୍ଷେପ ଯୋଗୁଁ ବଡଧରଣର ଦୁର୍ଘଟଣା ଟଳିଯାଇଛି।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories