www.samajalive.in
Friday, December 5, 2025
20.1 C
Bhubaneswar

ବଲାଙ୍ଗୀରରେ ସିରିଜ୍‍ ଦୁର୍ଘଟଣା ; ଜଣେ ମୃତ, ଦୁଇ ଗୁରୁତର

ବଲାଙ୍ଗୀର : ଆଜି ବଲାଙ୍ଗୀରରେ ସିରିଜ୍‍ ଦୁର୍ଘଟଣା ଘଟିଛି। ଟ୍ରକ,ମିନି ଟ୍ରକ,ବାଇକ ମଧ୍ୟରେ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଦୁର୍ଘଟଣାରେ ୨ ଗୁରୁତରଙ୍କୁ ବଲାଙ୍ଗୀର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଆରଟିଓ କାର୍ଯ୍ୟାଳୟରେ ଛକ ନିକଟରେ ଗାଈକୁ ବଞ୍ଚାଇବାକୁ ଯାଇ ଦୁର୍ଘଟଣା ଘଟିଛି ବୋଲି ସୂଚନା ମିଳିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories