www.samajalive.in
Sunday, December 7, 2025
26.1 C
Bhubaneswar

ମହିଳାଙ୍କୁ ଶାଶୁଘର ଲୋକଙ୍କ ନିର୍ଯାତନା ଅଭିଯୋଗ

ବଲାଙ୍ଗିର: ସହରର ଲାଲଟିକ୍ର ଠାରେ ଜଣେ ମହିଳାଙ୍କ ଶାଶୁଘର ଲୋକେ ନିର୍ଯାତନା ଦେଉଥିବା ନେଇ ଟାଉନ ଥାନାରେ ଅଭିଯୋଗ ହୋଇଥିବା ଜଣାପଡିଛି ।  ଅଭିଯୋଗ ଅନୁସାରେ, ପାଟଣାଗଡର ଡଲି ନାୟକଙ୍କ ସ୍ୱାମୀ କିଛି ମାସ ହେବ କୌଣସି କାରଣରୁ ଜେଲ ଯାଇଛନ୍ତି । ଡଲି ବଲାଙ୍ଗିର ଲାଲଟିକ୍ରାରେ ଭଡାରେ ରହି ଏକ ବେସରକାରୀ ସଂସ୍ଥାରେ କାମ କରି ପରିବାର ଚଳାଉଛନ୍ତି । ତେବେ ଡଲିଙ୍କ ଅନୁପସ୍ଥିତିରେ ତାଙ୍କ ନାବାଳକ ପୁଅ ଓ ଝିଅଙ୍କୁ ତାଙ୍କ ଶାଶୁ ଓ ଶ୍ୱଶୁର ନିର୍ଯାତନା ଦେଉଥିବା ନେଇ ଡଲି ଟାଉନ ଥାନାର ଦ୍ୱାରସ୍ଥ ହୋଇଛନ୍ତି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories