www.samajalive.in
Saturday, December 6, 2025
26.1 C
Bhubaneswar

ସଡ଼କ ଦୁର୍ଘଟଣାରେ ମହିଳା ଗୁରୁତର

ବଲାଙ୍ଗିର: ପୁଇଁନ୍ତଲା ବ୍ଲକ କୁରୁଲ ପୋଲରେ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି। ସୂଚନା ଅନୁସାରେ, ବଲାଙ୍ଗିର ଭାଲେର ଗ୍ରାମର ଦୁଖୁ ନାଏକ ଓ ତାଙ୍କ ପତ୍ନୀ ବାଇକ ଯୋଗେ ଯାଉଥିବା ବେଳେ କୁରୁଲ ପୋଲ ନିକଟରେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଖବର ପାଇ ଆମ୍ବୁଲାନ୍ସ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଭାବେ ଆହତ ହୋଇଥିବା ଦୁଃଖୁ ନାୟକଙ୍କ ସ୍ତ୍ରୀଙ୍କୁ ଉଦ୍ଧାର କରି ବଲାଙ୍ଗିର ଭୀମଭୋଇ ଡାକ୍ତରଖାନାର ସର୍ଜରୀ ବିଭାଗରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ଦୁଃଖୁ ନାୟକ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories