www.samajalive.in
Sunday, December 14, 2025
16.1 C
Bhubaneswar

କଣ୍ଟାବାଞ୍ଜି ବନାଞ୍ଚଳରେ ୭୨ତମ ବନ ମହୋତ୍ସବ ପାଳିତ

ବଲାଙ୍ଗୀର ବନଖଣ୍ଡର କଣ୍ଟାବାଞ୍ଜି ବନାଞ୍ଚଳ ଆନୁକୂଲ୍ୟରେ ଆଜି ୭୨ ତମ ବନ ମହୋତ୍ସବର ଦ୍ୱିତୀୟ ଦିନ ପାଳିତ ହୋଇଯାଇଛି।କଣ୍ଟାବାଞ୍ଜିସ୍ଥିତ ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ପରିସରରେ ରେଞ୍ଜର ଶ୍ରଦ୍ଧାଦେବ ବଡମାଳିଙ୍କ ନେତୃତ୍ବରେ ଅତିଥି ଭାବରେ ପ୍ରକୃତିବନ୍ଧୁ ତଥା ଜୁନିଅର ରେଡକ୍ରସ ପରାମର୍ଶ ଦାତା ବିରଞ୍ଚି ନାରାୟଣ ଦାଶ, ପ୍ରକୃତିବନ୍ଧୁ ଡୋଳାମଣି ମହତ ଯୋଗ ଦେଇଥିଲେ। ସାରା ବିଶ୍ୱକୁ ସବୁଜ ସୁନ୍ଦର କରିବାର ସଂକଳ୍ପ ନେଇ ପରିସର ମଧ୍ୟରେ ବୃକ୍ଷ ରୋପଣ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଫରେଷ୍ଟର ବିନୋଦ ବିହାରୀ ଧରୁଆ, ଏଚଡିଏଫସି ବ୍ୟାଙ୍କର କର୍ମଚାରୀ ଲକ୍ଷ୍ମୀ ଭର୍ମା, ଫରେଷ୍ଟ ଗାର୍ଡ ଚନ୍ଦ୍ରକାନ୍ତୀ ସୁନା, ଆଶିଷ ଜୈନ, ପୁରନ୍ଦର ବିଶ୍ୱ।ଳ, ବିଭୁତି ଭୁଷଣ ନାଗ, ରାଜେଶ ସାହୁ, ପୀତାମ୍ବର କୁମ୍ଭାର, କେଶବ ନାଗ, ରାମ ମାଝୀ, କପିଳ ମାଝୀ, ପରମାନନ୍ଦ ଭାଟି, ଚିତ୍ତରଞ୍ଜନ ପନିକା ସମେତ ଅଗ୍ନିଶମ ବିଭାଗର କର୍ମଚାରୀ ଓ ଜଙ୍ଗଲ ବିଭାଗର କର୍ମଚାରୀ ଉପସ୍ଥିତ ରହି ବୃକ୍ଷ ରୋପଣ କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories