www.samajalive.in
Friday, December 5, 2025
17.1 C
Bhubaneswar

ବଲାଙ୍ଗୀର ପାଇଁ ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ବଲାଙ୍ଗୀର: ନବାନ୍ନ ଲାଗି ପାଇଁ ବାହାରିଲା ନୂଆଖାଇଁ ଲଗ୍ନ। ବଲାଙ୍ଗୀର ପାଇଁ ନୂଆଁଖାଇ ଲଗ୍ନ ଧାର୍ଯ୍ୟ ହୋଇଛି । ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସେପ୍ଟେମ୍ବର ୮ ତାରିଖରେ ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବ। ରବିବାର ସକାଳ ୯ଟା ୩୫ରୁ ୧୦ଟା ୭ ମଧ୍ୟରେ ନବାନ୍ନ ଲାଗି ହେବା ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ବଲାଙ୍ଗୀର ଜିଲ୍ଲାର ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟିରେ ଏହି  ନିଷ୍ପତି ହୋଇଛି। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବା ପରେ ସମସ୍ତେ ନୂଆ ଖାଇବାର ପରମ୍ପରା ରହିଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories