www.samajalive.in
Monday, December 15, 2025
16.1 C
Bhubaneswar

ଘରୁ ଖେଳିବାକୁ ଯାଇ ଆଉ ଫେରିଲେନି ନାବାଳକ; ସଂକ୍ରାନ୍ତିରେ ବଳି ଦିଆଯାଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ..

ବଲାଙ୍ଗୀର : ବଲାଙ୍ଗୀର ଜିଲା ଲାଠୋର ଥାନା ଝଲିଆଲିଟି ଗାଁରେ ଏକ ଅଭାବନୀୟ ଘଟଣା ଘଟିଥିବା ଶୁକ୍ରବାର ସାମ୍ନାକୁ ଆସିଛି । ଏଠାରେ ଜଣେ ନାବାଳକଙ୍କୁ ବଳି ଦିଆଯାଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି । ଉକ୍ତ ନାବାଳକ ଜଣକ ସନ୍ଧ୍ୟାରୁ ନିଖୋଜ ଥିବା ସହ ସକାଳେ ତାଙ୍କ ମୃତଦେହ ପାହାଡ ଉପରୁ ମିଳିଥିଲା। ମୃତ ନାବାଳକ ଜଣକ ଜଳପାଙ୍କେଲ ଗାଁର ସୋମନାଥ ବେମାଲ (୧୧) ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଗତକାଲି ସୋମନାଥ ଘରୁ ଖେଳିବାକୁ ଯାଇଥିବା ବେଳେ ଆଉ ଫେରି ନଥିଲେ । ଘର ଲୋକେ ଅନେକ ଖୋଜାଖୋଜି କରିବା ପରେ ଥାନାରେ ଅଭିଯୋଗ କରିଥିଲେ। ପରେ ନାବାଳକର ମୃତଦେହ ମିଳିବା ପରେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

କାର୍ତ୍ତିକ ମାସରେ ବେଲଗାମ ପରିବା ଦର; ରୋଷେଇ ହେବ କେମିତି କହୁଛନ୍ତି ଖାଉଟି..

- Advertisement -

 

Hot this week

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

Related Articles

Popular Categories