www.samajalive.in
Wednesday, December 10, 2025
26.1 C
Bhubaneswar

ନାବାଳିକାର ତଣ୍ଟି କାଟି ଯୁବକ ଫେରାର

ବଲାଙ୍ଗୀର : ନାବାଳିକାର ତଣ୍ଟି କାଟି ଯୁବକ ଫେରାର। ଏଭଳି ଏକ ଅଭାବନୀୟ ଘଟଣା ମାୟାବର୍ହା ଗାଁରେ ଘଟିଛି। ନାବାଳିକାର ତଣ୍ଟି କାଟି ଅଭିଯୁକ୍ତ ଯୁବକ ଫେରାର ହୋଇଯାଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି। ପ୍ରଥମେ ଭୀମଭୋଇ ମେଡିକାଲ୍‌ ଓ ପରେ ବୁର୍ଲା ସ୍ଥାନାନ୍ତର କରାଯାଇଛି । ତଣ୍ଟି କାଟିବାର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୁଲିସ ପହଞ୍ଚି ତଦନ୍ତ କରୁଛି।

୩୦ ଅଗଷ୍ଟରେ ମହାସଂଯୋଗ: ଏକାଠି ହେବେ ବୁଧ, ସୂର୍ଯ୍ୟ, କେତୁ, ଏହି ୩ ରାଶିଙ୍କ ଭାଗ୍ୟରେ କ’ଣ ଘଟିବ ଜାଣନ୍ତୁ..

- Advertisement -

 

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories