www.samajalive.in
Sunday, December 7, 2025
26.1 C
Bhubaneswar

ଭିଜିଲାନ୍ସ ଜାଲରେ ମୁଖ୍ୟ ନିର୍ମାଣ ଯନ୍ତ୍ରୀ

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ବଲାଙ୍ଗିର ଲୋୟର ସୁକତେଲ ମୁଖ୍ୟ ନିର୍ମାଣ ଯନ୍ତ୍ରୀ । ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନିଲ କୁମାର ରାଉତଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ ଚଢାଉ କରିଛି । ଏକାକାଳିନ ୯ଟି ସ୍ଥାନରେ ରେଡ କରୁଛି ଭିଜିଲାନ୍ସ ଟିମ୍‍ । ଭୁବନେଶ୍ୱର, ପୁରୀ, ଅନୁଗୁଳ, କଟକ, ବଲାଙ୍ଗିରରେ ଚଢାଉ ହେଉଛି ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories