www.samajalive.in
Saturday, December 6, 2025
14.1 C
Bhubaneswar

ଡିଭାଇଡରରେ ପିଟି ହେଲା ବୋଲେରୋ, ୧୦ ଆହତ

ବଣାଇ : ଡିଭାଇଡରରେ ବୋଲେରୋ ପିଟି  ହେବା ଫଳରେ ୧୦ ଜଣ ଆହତ ହୋଇଛନ୍ତି । ବଣାଇ ଚାନ୍ଦିପୋଷ ଥାନା ଜାତୀୟ ରାଜପଥ ୧୪୩ ଧାନଘର ନିକଟରେ ଘଟିଛି ଏହି ଦୁର୍ଘଟଣା । ଏକ ବୋଲେରୋଟି ଡିଭାଇଡରରେ ପିଟି ହେବା ଫଳରେ ସେଥିରେ ଥିବା ୧୦ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତ ଭୋଗରାଇର ବୋଲି ଜଣାପଡିଛି । ସମସ୍ତଙ୍କୁ ରାଉରକେଲା ମେଡିକାଲରେ ଭର୍ତ୍ତି କରାଯାଇଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories