www.samajalive.in
Saturday, December 6, 2025
26.1 C
Bhubaneswar

ଗୋବିନ୍ଦାଙ୍କ ଗୋଡରେ ବାଜିଛି ଗୁଳି; ନିଜ ବନ୍ଧୁକ ସଫା କରୁଥିବା ବେଳେ ଆହତ

ସମାଜ ଡିଜିଟାଲ ଡେସ୍କ: ନିଜ ବନ୍ଧୁକ ସଫା କରୁଥିବା ବେଳେ ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଗିଛି ଗୁଳି। ଆଜି ସକାଳୁ ନିଜ ଘରେ ଲାଇସେନ୍ସ ପ୍ରାପ୍ତ ବନ୍ଧୁକ ସଫା କରୁଥିଲେ ଗୋବିନ୍ଦା। ହେଲେ ଏହି ସମୟରେ ଭୁଲବଶତଃ ଗୁଳି ଫୁଟି ଆହତ ହୋଇଛନ୍ତି ଗୋବିନ୍ଦା। ତୁରନ୍ତ ତାଙ୍କୁ ମୁମ୍ବାଇର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ବର୍ତ୍ତମାନ ସେ ଆଇସିୟୁରେ ଚିକିତ୍ସିତ ହେଉଥିବା ବେଳେ ଅପରେସନ କରାଯାଇ ଗୁଳି ବାହାର କରାଯାଇଥିବା ସୂଚନା ମିଳିଛି। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ରହିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories