www.samajalive.in
Wednesday, December 10, 2025
18.1 C
Bhubaneswar

ଗଞ୍ଜାମରେ ବୋମାମାଡ଼

ଗଞ୍ଜାମ : ଗଞ୍ଜାମ ଜିଲା ଏନଏସି ସାନବଜାର ଛକରେ ଗୁରୁବାର ବୋମାମାଡ଼ ହୋଇଥିବା ଜଣାପଡ଼ିଛି। ପୂର୍ବତନ ସାଂସଦଙ୍କ ପ୍ରତିନିଧି ଓ ଗାଡି ଚାଳକଙ୍କୁ ବୋମାମାଡ଼ ହୋଇଛି। ଦୁଇ ଦୁର୍ବୃତ୍ତ ବାଇକରେ ଆସି ବୋମାମାଡ଼ କରିଥିଲେ। ଗୁରୁତର ଅବସ୍ଥାରେ ଉଭୟଙ୍କୁ ଏମକେସିଜି ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories