www.samajalive.in
Wednesday, December 10, 2025
18.1 C
Bhubaneswar

ଆଇପିଏଲ୍ ମ୍ୟାଚରେ ବୋମା ଧମକ

କୋଲକାତା : ବୁଧବାର ଆଇପିଏଲର ୫୭ତମ ମ୍ୟାଚ୍ ଇଡେନ ଗାର୍ଡେନ୍ସ ଗ୍ରାଉଣ୍ଡରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍ ଚାଲିଥିବା ସମୟରେ  କ୍ରିକେଟ୍ ଆସୋସିଏସନ୍ ଅଫ୍ ବେଙ୍ଗଲ୍ (ସିଏବି)କୁ ବୋମା ଧମକ ମିଳିଥିଲା। ସିଏବିର ଅଫିସିଆଲ୍ ଇମେଲ୍ ଆଇଡିକୁ ଏକ ଅଜଣା ଆକାଉଣ୍ଟରୁ ବୋମା ବିସ୍ଫୋରଣର ଧମକ ମିଳିଛି। ଏହି ଧମକ ପାଇବା ପରେ କୋଲକାତା ପୋଲିସ ଏବଂ ସୁରକ୍ଷା ଏଜେନ୍ସିଗୁଡ଼ିକ ଘଟଣାସ୍ଥଳରେ ତୁରନ୍ତ ଯାଞ୍ଚ ଆରମ୍ଭ କରିଦେଇଛନ୍ତି। ତେବେ ସମ୍ପୂର୍ଣ୍ଣ ଷ୍ଟାଡିୟମରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସହ ଷ୍ଟାଡିୟମ କମ୍ପ୍ଲେକ୍ସକୁ ହାଇ ଆଲର୍ଟରେ ରଖାଯାଇଛି।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories