www.samajalive.in
Wednesday, December 10, 2025
18.1 C
Bhubaneswar

ପୁଲିସକୁ ଚକ୍‍ମା ଦେଇ ଖସି ପଳାଇବା ବେଳେ ପକେଟରେ ଫୁଟିଲା ବୋମା, ଲୁଟେରା ମୃତ

ଗଞ୍ଜାମ : ଗଞ୍ଜାମ ଜିଲା ଭଞ୍ଜନଗରରେ ସୋମବାର ବୋମା ଫୁଟି ଜଣେ ଲୁଟେରାର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, କିଛି ଦୁର୍ବୃତ୍ତ ଜଣେ ବ୍ୟବସାୟୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟ କରି ମୋଟସାଇକେଲରେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ସେହି ସମୟରେ ଡ଼ହ ନିକଟ ଗୋଚ୍ଛାପଲ୍ଲୀ ନିକଟରେ ପୁଲିସ ସହ ଦୁର୍ବୃତ୍ତଙ୍କ ମୁହାଁମୁହିଁ ହୋଇଥିଲା। ପୁଲିସ ଉପରକୁ ବୋମା ଫିଙ୍ଗି ଖସିଯିବାକୁ ଉଦ୍ୟମ କରିବା ସମୟରେ ଜଣେ ଲୁଟେରାର ବାଇକରୁ ଖସିବାରୁ ତା ପକେଟରେ ଥିବା ବୋମାଟି ଫୁଟି ଯାଇଥିଲା। ଫଳରେ ଲୁଟେରା ଜଣକର ମୃତ୍ୟୁ ହୋଇଛି।

Hot this week

ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories