www.samajalive.in
Monday, December 15, 2025
14.1 C
Bhubaneswar

କାବୁଲରେ ପୁଣି ବଡ଼ ଧରଣର ବିସ୍ଫୋରଣ

କାବୁଲ: ଆଜି ସନ୍ଧ୍ୟାରେ ଆଫଗାନିସ୍ତାନର ରାଜଧାନୀ କାବୁଲରେ ପୁଣି ଏକ ବଡ଼ ଧରଣର ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। କାବୁଲ ବିମାନବନ୍ଦର ନିକଟରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ୪ଦିନ ଭିତରେ କାବୁଲରେ ଏହା ତୃତୀୟ ବିସ୍ଫୋରଣ।  କାବୁଲ ବିମାନ ବନ୍ଦରରେ ରକେଟ ମାଡ଼ ହୋଇଛି। ବିମାନବନ୍ଦର ନିକଟ ଆବାସିକ ଅଞ୍ଚଳରେ ରକେଟ ମାଡ଼ ସୂଚନା ମିଳିିଛି। ଏହି ରକେଟ ମାଡ଼ରେ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩ଜଣ ଆହତ ହୋଇଥିବା ପ୍ରାରମ୍ଭିକ ଭାବେ ସୂଚନା ମିଳିଛି।

 

- Advertisement -

ସିରିଜ ବିସ୍ଫୋରଣର ୩ ଦିନ ପରେ ରକେଟ ମାଡ଼ କରାଯାଇଛି। କାବୁଲରେ ଆକ୍ରମଣ ହୋଇପାରେ ବୋଲି ଆଶଙ୍କା କରି ପୂର୍ବରୁ ଏହି ଅଞ୍ଚଳ ପାଇଁ ଆମେରିକା ପକ୍ଷରୁ ଆଲର୍ଟ ଜାରି କରାଯାଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories