www.samajalive.in
Monday, December 15, 2025
24.1 C
Bhubaneswar

ବ୍ୟବସାୟୀଙ୍କ ଘରକୁ ବୋମାମାଡ

ଢେଙ୍କାନାଳ : ସଦର ଥାନା ଖମାର ସାହିରେ ବ୍ୟବସାୟୀଙ୍କ ଘର ଉପରକୁ ବୋମାମାଡ ହୋଇଛି । ୨ ଦୁର୍ବୃତ୍ତ ବୋମାମାଡ କରି ଫେରାର ହୋଇଯାଇଛନ୍ତି । ବ୍ୟବସାୟୀ ଜଣକ ଖମାର ସାହି ଲକ୍ଷ୍ମୀପୁଜା କମିଟିର ସମ୍ପାଦକ ଅଛନ୍ତି । ବୋମାମାଡ ପୂର୍ବରୁ ଏକ ଅଜଣା ନମ୍ବରରେ ଧମକ ମଧ୍ୟ ଆସିଥିଲା । କିଛି ସମୟ ପରେ ଅଚାନକ ୨ ଦୁର୍ବୃତ୍ତ ବାଇକରେ ଆସି ବୋମାମାଡ କରି ଫେରାର ହୋଇଯାଇଥିଲେ । ଏଥିରେ ଘରର ମୁଖ୍ୟ ଗେଟ୍ ଭାଙ୍ଗିଯାଇଛି । ବୋମାମାଡର କାରଣ ଏପର୍ଯ୍ୟନ୍ତ ଜଣାପଡିନି । ପୁଲିସ ସିସିଟିଭି ଆଧାରରେ ଯାଞ୍ଚ କରୁଛି ।

୩୧ ସୁଦ୍ଧା ଘୂର୍ଣ୍ଣିବଳୟ, ୩ ଯାଏ ଲଗାଣ ବର୍ଷା

Hot this week

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

Related Articles

Popular Categories