www.samajalive.in
Sunday, December 14, 2025
16.1 C
Bhubaneswar

ଇଣ୍ଡିଗୋ ବିମାନରେ ବୋମା ଆତଙ୍କ

ନୂଆଦିଲ୍ଲୀ: ବିମାନରେ ବୋମାଥିବା ଧମକ। ଦିଲ୍ଲୀ ବାରଣାସୀ ଇଣ୍ଡିଗୋ ବିମାନରେ ବୋମା ଥିବା ନେଇ ଧମକ ମିଳିଛି। ସକାଳ ୫ଟା ୩୫ ମିନିଟ୍ ଦିଲ୍ଲୀ ଇନ୍ଦିରାଗାନ୍ଧୀ ଏୟାରପୋର୍ଟରେ ବିମାନ ଉଡାଣ କରିବାର କିଛି ସମୟ ପୂର୍ବରୁ ବୋମା ଥିବା ନେଇ ଖବର ମିଳିଥିଲା। ଏହାପରେ ସମସ୍ତ ଯାତ୍ରୀଙ୍କୁ ଏମରଜେନ୍ସି ଗେଟ୍ ନେଇ ସୁରକ୍ଷିତ ଭାବେ ବାହାରକୁ ଅଣାଯାଇଥିଲା। ଘଟଣାସ୍ଥଳରେ ବୋମା ନିଷ୍କ୍ରିୟକାରୀ ଟିମ୍ ଓ ତଦନ୍ତକାରୀ ଟିମ୍ ପହଞ୍ଚି ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି। ଏହା ବ୍ୟତୀତ ଘଟଣାସ୍ଥଳରେ ସିଆଇଏସଏଫର ୫ ଟି ଟିମ୍ ମଧ୍ୟ ଉପସ୍ଥିତ ଅଛନ୍ତି। ତେବେ ବିମାନରେ ବୋମା ଥିବା ନେଇ କିଏ ଧମକ ଦେଲା , ସେ ନେଇ କୌଣସି ସ୍ପଷ୍ଟ ସୂଚନା ବର୍ତ୍ତମାନ ପର୍ଯ୍ୟନ୍ତ ମିଳିପାରିନାହିଁ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories