www.samajalive.in
Tuesday, December 9, 2025
16.1 C
Bhubaneswar

ଭୁବନେଶ୍ବର ବିମାନରେ ବୋମା ଧମକ

ଭୁବନେଶ୍ବର: ଭୁବନେଶ୍ବର ବିମାନବନ୍ଦରର ଏକ ବିମାନରେ ବୋମା ଧମକ ଚିଠି। ଭୁବନେଶ୍ବରରୁ ଦିଲ୍ଲୀ ଛାଡ଼ିବାକୁ ଥିବା ବିମାନରୁ ଚିଠି ମିଳିଥିବା ସୂଚନା। ବୋମା ଧମକ ଚିଠି ପରେ ଯାଞ୍ଚ କରୁଛନ୍ତି ବିମାନବନ୍ଦର କର୍ତ୍ତୃପକ୍ଷ।

ଭୁବନେଶ୍ବର ବିମାନବନ୍ଦରରେ ବୋମା  ଧମକ ପରେ ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଧମକପୂର୍ଣ୍ଣ ଚିଠି ମିଳିବା ପରେ ଭୁବନେଶ୍ବର ବିମାନ ବନ୍ଦରରେ କଡ଼ାକଡ଼ି ଯାଞ୍ଚ କରାଯାଉଛି। ଭୁବନେଶ୍ବର ବିମାନ ବନ୍ଦର କର୍ତ୍ତୃପକ୍ଷ କହିଛନ୍ତି ଯେ ନିୟମାନୁସାରେ ବିମାନବନ୍ଦରରେ ବୋମା ନିଷ୍କ୍ରିୟ କରାଯିବା ନେଇ ପଦକ୍ଷେପ ନିଆଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories