www.samajalive.in
Wednesday, December 10, 2025
18.1 C
Bhubaneswar

ବାଇକ୍-ଟ୍ରକ୍ ମୁହାଁମୁହିଁ ଧକ୍କା: ୧ ମୃତ, ଜଣେ ଆହତ

ବଣାଇ: ସୁନ୍ଦରଗଡ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ରାଜାମୁଣ୍ଡା ଛକ ନିକଟରେ ବୁଧବାର ଅପରାହ୍ନରେ ବାଇକ୍-ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଆହତଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଛି। ଟ୍ରକ୍‌ ଚାଳକଙ୍କୁ ଅଟକି ରଖି ପୁଲିସ ତଦନ୍ତ ଚଳାଇଛି।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories