www.samajalive.in
Monday, December 15, 2025
14.1 C
Bhubaneswar

ଆଠଗଡ ବିକାଶ ମଞ୍ଚ ପକ୍ଷରୁ ପୁସ୍ତକ ବଣ୍ଟନ

ଆଠଗଡ :  ଆଠଗଡ ଅଞ୍ଚଳର ଅନ୍ୟତମ ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଆଠଗଡ ବିକାଶ ମଞ୍ଚ ପକ୍ଷରୁ ରାସରସିକପୁର ୟୁଜିୟୁପି ସ୍କୁଲର ବିଦ୍ୟାର୍ଥୀଙ୍କୁ ଇଂରାଜୀ ପୁସ୍ତକ ବଣ୍ଟନ କରାଯାଇଛି । ଶୁକ୍ରବାର ବିକାଶ ମଞ୍ଚର ପ୍ରତିଷ୍ଠାତା ସଭାପତି ତଥା ସମାଜସେବୀ ମାନସ ରଞ୍ଜନ ବସ୍ତିଆ  ବିଦ୍ୟାଳୟରେ ପହଞ୍ଚି ତୃତୀୟ ଓ ଚତୁର୍ଥ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଇଂରାଜୀ ପାଠ୍ୟ ପୁସ୍ତକ ବଣ୍ଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦେବରାଜ ନାୟକ, ଶିକ୍ଷକ ଶଶଧର ମହାରଣା, ଶିକ୍ଷୟିତ୍ରୀ ମିନାକ୍ଷୀ ସାହୁ, ରେଣୁବାଳା ପାଢୀଙ୍କ ସମେତ ଅନ୍ୟ ଶିକ୍ଷକ-ଶିକ୍ଷୟିତ୍ରୀ ଉପସ୍ଥିତ ରହି ସହାୟତା କରିବା ସହ ଅନୁଷ୍ଠାନକୁ କୃତଜ୍ଞତା ଜଣାଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories