www.samajalive.in
Sunday, December 7, 2025
14.1 C
Bhubaneswar

ଜଳିଗଲା ବସ୍‌, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

କୋରାପୁଟ/ବୋରିଗୁମ୍ମା: ଗୁରୁବାର ସକାଳୁ ହାଇଦ୍ରାବାଦ ଠାରୁ ସିନାପାଲି ଯାଉଥିବା ଗୁପ୍ତା ବସରେ ବୋରିଗୁମ୍ମା ବସଷ୍ଟାଣ୍ଡ ନିକଟରେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି। ସୌଭାଗ୍ୟବଶତଃ ଅଳ୍ପକେ ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ସୂଚନା ଅନୁସାରେ, ବସ୍‌ଟି ବୋରିଗୁମ୍ମା ବସଷ୍ଟାଣ୍ଡରେ ଠିଆ ହେଇଥିବା ସମୟରେ ଟାୟାର ଫାଟି ହଠାତ୍‌ ନିଆଁ ଲାଗି ଯାଇଥିଲା । ବସ୍‌ରେ ନିଆଁ ଲାଗିବା ଫଳରେ ସମସ୍ତ ଯାତ୍ରୀ ସଙ୍ଗେ ସଙ୍ଗେ ଓହ୍ଲାଇ ପଡ଼ିଥିଲେ । ଘଟଣା ସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡ଼ିଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories