www.samajalive.in
Monday, December 8, 2025
27.1 C
Bhubaneswar

ବଜେଟ ଉପସ୍ଥାପନ ପରେ ଉଭୟ ଗୃହ ମୁଲତବୀ

ଡେସ୍କ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ମଧ୍ୟବର୍ତ୍ତିକାଳୀନ ବଜେଟ ଉପସ୍ଥାପନ କରିବା ପରେ ସଂସଦର ଉଭୟ ଗୃହ ଲୋକସଭା ଓ ରାଜ୍ୟସଭାକୁ ଆଜି ପାଇଁ ମୁଲତବୀ ଘୋଷଣା କରାଯାଇଛି। ଅର୍ଥମନ୍ତ୍ରୀ ଲୋକସଭାରେ ୨୦୨୪ ପାଇଁ ବଜେଟ ଉପସ୍ଥାପନ କରି ବିଭିନ୍ନ କ୍ଷେତ୍ର ପାଇଁ ବ୍ୟୟ ବରାଦ ଘୋଷଣା କରିଥିଲେ। ଏହାପରେ ଲୋକସଭାକୁ ଦିନକ ପାଇଁ ବାଚସ୍ପତି ମୁଲତବୀ ଘୋଷଣା କରିଥିଲେ।

ପ୍ରମାଣ ନାହିଁ, ମୋ ଭାବମୂର୍ତ୍ତିକୁ ଖରାପ କରିବାକୁ ଚେଷ୍ଟା କରୁଛି ଇଡି – ହେମନ୍ତ ସୋରେନ୍

- Advertisement -

ଅର୍ଥମନ୍ତ୍ରୀ ଏହି ବଜେଟର ଏକ ନକଲ ରାଜ୍ୟସଭାରେ ଉପସ୍ଥାପନ କରିଥିଲେ। ପରେ ରାଜ୍ୟସଭାକୁ ଆଜି ଦିନକ ପାଇଁ ମୁଲତବୀ ରଖାଯାଇଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories