www.samajalive.in
Tuesday, December 9, 2025
15.1 C
Bhubaneswar

ସଂସଦର ଉଭୟ ଗୃହ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ

ଡେସ୍କ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଛନ୍ତି। ସଂସଦର ଏକ ୪ ଦିନିଆ ସ୍ୱତନ୍ତ୍ର ଅଧିବେଶନ ଏହି ମାସ ୧୮ ତାରିଖରୁ ଆରମ୍ଭ ହୋଇଥିଲା ଏବଂ ସେପ୍ଟେମ୍ବର ୨୧ରେ ଏହାକୁ ଅନିର୍ଦ୍ଦିଷ୍ଟ କାଳ ଯାଏଁ ସ୍ଥଗିତ ରଖାଯାଇଥିଲା। ଲୋକସଭା ସଚିବାଳୟ ଏବଂ ରାଜ୍ୟସଭା ସଚିବାଳୟ ପୃଥକ ଭାବେ ଏହି ସୂଚନା ଦେଇଛନ୍ତି। ନିକଟରେ ଶେଷ ହୋଇଥିବା ସ୍ୱତନ୍ତ୍ର ଅଧିବେଶନରେ ସଂସଦ ଐତିହାସିକ ମହିଳା ସଂରକ୍ଷଣ ଆଇନ ପ୍ରଣୟନ କରିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories