www.samajalive.in
Wednesday, December 10, 2025
16.1 C
Bhubaneswar

ଚଉଁରିଆପଦର ବୁଥରେ ୨୩ ତାରିଖରେ ହେବ ସାନି ନିର୍ବାଚନ

ବୌଦ୍ଧ: ଗତ ତା ୧୮.୦୨.୨୦୨୨ ରିଖ ଦିନ ଦ୍ୱିତିୟ ପର୍ଯ୍ୟାୟରେ ବୌଦ୍ଧ ବ୍ଲକ ରକ୍ସା ପଞ୍ଚାୟତ ଅନ୍ତର୍ଗତ ୧ ନମ୍ବର ୱାର୍ଡ ଚଉଁରିଆପଦର ବୁଥରେ ହୋଇଥିବା ନିର୍ବାଚନ ମୁକ୍ତ ଓ ଅବାଧ ହୋଇନଥିବା ନେଇ ଜିଲା ନିର୍ବାଚନ କାର୍ଯ୍ୟାଳୟ ପକ୍ଷରୁ ଅବଗତ କରାଯିବାପରେ, ସେଠାରେ ସାନି ନିର୍ବାଚନ କରାଯିବାକୁ ରାଜ୍ୟ ନିର୍ବାଚନ କମିଶନର ପତ୍ର ସଂଖ୍ୟା ୩୩୫୭ ତା ୧୯.୦୨.୨୦୨୨ ରିଖରେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଆସନ୍ତା ତା ୨୩.୦୨.୨୦୨୨ ରିଖ ଦିନ ସକାଳ ୯ ଘଣ୍ଟା ସମୟରୁ ଅପରାହ୍ନ ୩ ଘଣ୍ଟା ପର୍ଯ୍ୟନ୍ତ ଏହି ବୁଥରେ କଡା ସୁରକ୍ଷା ମଧ୍ୟରେ ସାନି ନିର୍ବାଚନ କରାଯିବ ବୋଲି ଜଣାପଡିଛି। ସଂପୃକ୍ତ ୱାର୍ଡର ବାସିନ୍ଦାମାନେ ଏହି ସାନି ନିର୍ବାଚନରେ ମତଦାନ କରି ନିଜର ମତାଧିକାର ସାବ୍ୟସ୍ତ କରିବାକୁ ଜିଲା ନିର୍ବାଚନ କାର୍ଯ୍ୟାଳୟ ପକ୍ଷରୁ ନିବେଦନ କରାଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories