www.samajalive.in
Saturday, December 6, 2025
26.1 C
Bhubaneswar

ବୌଦ୍ଧରେ ସ୍ଥାପନ ହେଲା କୋବିଦ-୧୯ ଡ଼ାକ୍ତରଖାନା

ବୌଦ୍ଧ: ସାମ୍ପ୍ରତିକ ସ୍ଥିତିକୁ ଦୃଷ୍ଟିରେ ରଖି ବୌଦ୍ଧ ଜିଲାରେ ସ୍ଥାପନ ହୋଇଛି କୋବିଦ-୧୯ ଡ଼ାକ୍ତରଖାନା । ଏଠାରେ ୧୨୦ ଶଯ୍ୟା ରହିଛି । ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଆକ୍ରାନ୍ତ ଲୋକଙ୍କୁ ଏଠି ପୃଥକ୍ ବାସରେ ରଖିବାପାଇଁ ସବୁ ବ୍ୟବସ୍ଥା କରାଯାଇଅଛି । ଜିଲାପାଳ ଲଳିତେନ୍ଦୁ ମିଶ୍ର ଏ ସମ୍ପର୍କରେ ସୂଚନା ଦେଇଛନ୍ତି ।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories