www.samajalive.in
Thursday, December 11, 2025
18.1 C
Bhubaneswar

ଓଡିଶା କର୍ମଜୀଵୀ ସାମ୍ବାଦିକ ସଂଘର ବାର୍ଷିକ ଉତ୍ସବ

ବୌଦ୍ଧ: ଓଡିଶା କର୍ମଜୀଵୀ ସାମ୍ବାଦିକ ସଂଘର ବାର୍ଷିକ ଉତ୍ସବ ବୌଦ୍ଧ ଟାଉନ ହଲ ଠାରେ ରାଜ୍ୟ ଉପ-ସଭାପତି ଆଶୁତୋଷ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବୌଦ୍ଧ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅବକାଶ ସାହୁ, ରବିନାରାୟଣ ପଣ୍ଡା, ସତ୍ୟଜିତ ପଣ୍ଡା, ପରମାନନ୍ଦ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ। ବୌଦ୍ଧ ଜିଲ୍ଲାର ସଭାପତି ଆବୁବକର ଖାନ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସମ୍ପାଦକ ମନ ରଞ୍ଜନ ଦାଶ ସମ୍ପାଦକୀୟ ବିବରଣୀ ପାଠ କରିଥିଲେ। ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ ଆଦ୍ୟାଶକ୍ଷ ରଥ, ସାଇ ଆଚାର୍ୟ୍ୟ। ଏହି ଅବସରରେ ବୌଦ୍ଧ ଜିଲ୍ଲାର ବରିଷ୍ଠ ସାମ୍ବାଦିକ ବନମାଳୀ ପାଣିଗ୍ରାହୀ, ରଜନୀ କାନ୍ତ ଦାଶ, ବରୋଜ ବେହେରା,ସ ମାଜସେବୀ ଲବ କୁମାର ଶତପଥି ଏବଂ ସୁବ୍ରତ ବିର୍ତ୍ତିଆ ପ୍ରମୁଖଙ୍କୁ ମାନପତ୍ର ଓ ଉପଢଉକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଶେଷରେ ରାଜ୍ୟ କାର୍ୟ୍ୟକାରିଣୀ ସଦସ୍ୟ ବିଜୟ କୁମାର ଆଚାର୍ୟ୍ୟ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories