www.samajalive.in
Sunday, December 14, 2025
19.1 C
Bhubaneswar

ଚଣ୍ଡିଗଡ ସ୍କୁଲରେ ପୋଷାକ ବଣ୍ଟନ କାର୍ଯ୍ୟକ୍ରମ

ବୌଦ୍ଧ: ବୌଦ୍ଧବ୍ଲକ ଚଣ୍ଡିଗଡ ଠାରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ପୋଷାକ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଶ୍ମିରଂଜନ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବରିଷ୍ଠ ଶିକ୍ଷକ ବବୃବାହନ ସାହୁ, ଗୋପାଳ ଅମାତ, ସୁପ୍ରିୟା ଡାଙ୍ଗ, ସଂଯୁକ୍ତା ଗାଇଗୌରିଆ,ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶେଖର ଦେହୁରୀ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ପୋଷାକ ବିତରଣ କରିଥିଲେ।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories