www.samajalive.in
Friday, December 12, 2025
14.1 C
Bhubaneswar

ଅସହାୟ ଲୋକଙ୍କୁ କମ୍ବଳ ବଣ୍ଟନ

ବୌଦ୍ଧ: ବୌଦ୍ଧ ଜିଲାରେ ଶୀତର ଲହରୀ ଜାରି ରହିଥିବା ବେଳେ ଜିଲାରେ ବହୁ ଅସହାୟ, ଗରିବ ଲୋକ ଶୀତ କାକରରେ କାଳତିପାତ କରୁଛନ୍ତି। ଏହି ସମୟରେ ସେମାନଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି ବୌଦ୍ଧର ଆର୍କିଟେକ୍‍ ସୁମନ ଷଡଙ୍ଗୀ। ସହରର ପୋଡାପୋଡା, ନୂଆଁସାହି, ବାବୁସାହି, ସୁଦସାହି, ମର୍ଜାକୁଦର ପ୍ରାୟ ୧୨୫ ଜଣ ଅସହାୟ ବୃଦ୍ଧ ବୃଦ୍ଧାଙ୍କୁ ସୁଶ୍ରୀ ଷଡଙ୍ଗୀ ନିଜ ଖର୍ଚ୍ଚରେ କମ୍ବଳ ବଣ୍ଟନ କରିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories