www.samajalive.in
Sunday, December 14, 2025
26.1 C
Bhubaneswar

ବାଇକ ଦୁର୍ଘଟଣାରେ ୩ ଆହତ

ବୌଦ୍ଧ: ବୌଦ୍ଧ ସହର କଲେଜ ଛକ ନିକଟରେ ଆଜି ସନ୍ଧ୍ୟାରେ ବାଇକ ଓ ସ୍କୁଟି ମଧ୍ୟରେ ଧକ୍କା ହେବା ଫଳରେ ଉଭୟ ଗାଡିରେ ଥିବା ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନେ ହେଲେ ସହରର ଶ୍ରୀମନ୍ତ ଚମ୍ପତି, ସୁଶାନ୍ତ ମହାକୁଡ, ଇଶ୍ୱର ବାଘ। ଖବର ପାଇ ବୌଦ୍ଧ ଦମକଳ ଆସି ଆହତମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରିଛି। ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ବୁର୍ଲାକୁ ସ୍ଥାନାନ୍ତରିତ କରାଯାଇଛି।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories