www.samajalive.in
Sunday, December 14, 2025
26.1 C
Bhubaneswar

ଭାରତୀୟ ମଜଦୁର ସଂଘର ପ୍ରତିଷ୍ଠା ଦିବସ

ବୌଦ୍ଧ: ବୌଦ୍ଧ ଜିଲ୍ଳା ହରଭଙ୍ଗା ବ୍ଲକ ବାମଣ୍ଡାଠାରେ ଭାରତୀୟ ମଜଦୁର ସଂଘର ୬୮ ତମ ପ୍ରତିଷ୍ଠା ଦିବସ ଜିଲ୍ଲା ଉପସଭାପତି ସାନ୍ତନୁ ପ୍ରଧାନଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲ୍ଲା ସଂପାଦକ ଲୋକନାଥ ଶତପଥି, କୋଷାଧ୍ୟକ୍ଷ କୃପାମୟ ସାହୁ ଓ ଉପସଭାପତି ଉର୍ମିଳା ମହାପାତ୍ର ଅତିଥି ଭାବରେ ଯୋଗ ଦେଇଥିଲେ। ମୁଖ୍ୟବକ୍ତା ଭାବରେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର ପଶ୍ଚିମ ପ୍ରାନ୍ତ ଶ୍ରମ ବିକାଶ ସଂଯୋଜକ ଲକ୍ଷ୍ମଣ ନାୟକ ଯୋଗଦେଇ ଭାରତୀୟ ମଜଦୁର ସଂଘର ପ୍ରତିଷ୍ଠାତା ଦତ୍ତପନ୍ଥ ଠେଙ୍ଗେଡ଼ିଙ୍କ ଆଦର୍ଶ ଓ କାର୍ଯ୍ୟଧାରା ଉପରେ ଆଲୋକପାତ କରିଥିଲେ, କାର୍ଯ୍ୟକ୍ରମରେ ଅଙ୍ଗନୱାଡି କର୍ମୀ, ନିର୍ମାଣ ଶ୍ରମିକ ଓ ବିଭିନ୍ନ ସଂଗଠନର କର୍ମକର୍ତ୍ତା ଯୋଗ ଦେଇଥିଲେ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories