www.samajalive.in
Monday, December 8, 2025
27.1 C
Bhubaneswar

ପ୍ରାଣୀ ସମ୍ପଦ ବିଭାଗ ତରଫରୁ ବନ୍ୟାଞ୍ଚଳରେ ଗୋଖାଦ୍ୟ ବଣ୍ଟନ

ବୌଦ୍ଧ: ବନ୍ୟା ପ୍ରଭାବିତ ଅଂଚଳରେ ଗୋପାଳକମାନଙ୍କୁ ପ୍ରାଣୀସମ୍ପଦ ବିଭାଗ ତରଫରୁ ସରସରା ପଂଚାୟତର ବନ୍ୟା ପ୍ରଭାବିତ ଅଂଚଳରେ ୧୦୫୦ କିଲୋ ଗୋଖାଦ୍ୟ ବଣ୍ଟନ କରାଯାଇଛି। କଲେଶ୍ୱରଠାରେ ୩୧ଜଣ, ମାଉଳସିଙ୍ଗା ୧୨, ସନବାଗବର ୧୫, ବଡ଼ବଙ୍କାପଡା ୧୫, ସାନବଙ୍କାପଡା ୨୪ ଓ ବଘାରପାଲିଠାରେ ୩୨ଜଣ ଗୋପାଳକଙ୍କୁ ଗୋଖାଦ୍ୟ ବଣ୍ଟନ କରାଯାଇଛି। ଗୋଖାଦ୍ୟ ବଣ୍ଟନ କାର୍ୟ୍ୟକ୍ରମରେ ପ୍ରାଣୀଧନ ନିରୀକ୍ଷକ ବଢିଙ୍ଗା ଗୌରାଙ୍ଗ ସାହୁ, ସରସରା, ନିରଞ୍ଜନ ପାତ୍ର ଓ କୃତ୍ରିମ ପ୍ରଜନନକାରୀ ମୁର୍ଷୁଣ୍ଢି ରତନ କୁମାର କର୍ମୀ, ସରସରା ସରପଞ୍ଚ ହରି ନାଏକ, ବଡବଙ୍କାପଡା ୱାର୍ଡ ସଭ୍ୟ ଶୁଶାନ୍ତ କୁମାର ପୁରୋହିତ ପ୍ରମୁଖ ଉପସ୍ଥିତ ରହି ବନ୍ୟଞ୍ଚଳରେ ସରକାରଙ୍କ ତରଫରୁ ଗୋଦାନା ବଣ୍ଟନ କରାଯାଇଛି।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories