www.samajalive.in
Friday, December 5, 2025
20.1 C
Bhubaneswar

ମହର୍ଷି ନାରଦଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ କାର୍ଯ୍ୟକଲେ ସାମ୍ବାଦିକଙ୍କୁ ସଫଳତା ମିଳିପାରିବ

ବୌଦ୍ଧ: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର ପ୍ରଚାର ବିଭାଗ ତରଫରୁ ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ନାରଦ ଜୟନ୍ତୀ ପାଳିତ ହୋଇ ଯାଇଛି। ବରିଷ୍ଠ ସାମ୍ବାଦିକ ରଜନୀକାନ୍ତ ଦାଶଙ୍କ ଅଧ୍ୟକ୍ଷତା କରି ମହର୍ଷି ନାରଦଙ୍କ ଉପରେ ଆଲୋଚନା କରିଥିଲେ। ମହର୍ଷି ନାରଦଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ପ୍ରତ୍ୟେକ ସାମ୍ବାଦିକ କାର୍ଯ୍ୟ କଲେ ସେମାନଙ୍କୁ ସଫଳତା ମିଳିପାରିବ। ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର ପ୍ରାନ୍ତ ଗ୍ରାମ ବିକାଶ ସଂଯୋଜକ ଲକ୍ଷ୍ମଣ ନାୟକ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ଜିଲା ସଂଘ ଚାଳକ ସୂର୍ଯ୍ୟକାନ୍ତ ଦଳବେହେରା ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ଥିଲାବେଳେ ପ୍ରଚାର ପ୍ରମୁଖ ପଦ୍ମଚରଣ ମେହେର ଅତିଥି ପରିଚୟ କରିଥିଲେ। ଦିଲ୍ଲୀପ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ବିଜୟ କୁମାର ସାହୁ,ଦେବାଶିଷ ପୁରୋହିତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories