www.samajalive.in
Wednesday, December 10, 2025
16.1 C
Bhubaneswar

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ପ୍ରଚାର ଗାଡି ଶୁଭାରମ୍ଭ

ବୌଦ୍ଧ : ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆସିଥିବା ପ୍ରଚାର ଗାଡିକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ଜିଲାପାଳ ନୃସିଂହ ଚରଣ ସ୍ବାଇଁ। ଏହି ଅବସରରେ ମୁଖ୍ୟ ଜିଲା କୃଷି ଅଧିକାରୀ ବସନ୍ତ କୁମାର ପାଣିଗ୍ରାହୀ, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅଧିକାରୀ କମଳା କାନ୍ତ କଟାରୀ, ଭାରତୀୟ ଷ୍ଟେଟ ବ୍ୟାଙ୍କ ଜେନେରାଲ ବୀମା ଜିଲା ସଂଯୋଜକ ମନୋଜ କୁମାର ଓ ଚାଷୀ ଭାଇମାନେ ଉପସ୍ଥିତ ଥିଲେ। ଏହି ପ୍ରଚାର ଗାଡି ସବୁ ଗ୍ରାମ ପଞ୍ଚାୟତରେ ବୁଲି ଚାଷୀ ଭାଇ ଓ ଭଉଣୀମାନଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଖରିଫ ଋତୁରେ ଧାନ ଫସଲର ପଞ୍ଜୀକରଣ କରିବା ପାଇଁ ସଚେତନତା ସୃଷ୍ଟି କରିବେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories