www.samajalive.in
Sunday, December 7, 2025
13.1 C
Bhubaneswar

୪୦୫ କିଲୋ ଗଞ୍ଜେଇ ଜବତ ,ଜଣେ ଗିରଫ

ବୌଦ୍ଧ  : ବୌଦ୍ଧ ଥାନା ପକ୍ଷରୁ ଏକ ଗାଡି ଉପରେ ଚଢାଉ କରାଯାଇ ୪୦୫ କିଲୋ ଗଞ୍ଜେଇ ଜବତ କରାଯାଇ ଥିବା ବେଳେ ଜଣକୁ ଗିରଫ କରାଯାଇଛି। ସୂଚନା ମତେ, ବୌଦ୍ଧ ଥାନା ଅନ୍ତର୍ଗତ ବଢିଗାଁ ପଟୁ ଡାଙ୍ଗପଡା ଦେଇ ଏକ ଗାଡିରେ ଗଞ୍ଜେଇ ଚାଲାଣ ହେଉଥିବା ପୁଲିସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଏସଆଇ ତପନ କୁମାର ସ୍ୱାଇଁଙ୍କ ନେତୃତ୍ୱରେ ଏକ ଟିମ ଡାଙ୍ଗପଡା ଠାରେ ତଲାସି କରୁଥିଲା। ଏହି ସମୟରେ ଏକ ଗାଡିକୁ ପୁଲିସ ଅଟକାଇ ତଲାସି ନେବାରୁ ଗାଡିରେ ଜରି ବସ୍ତାରେ ଗଞ୍ଜେଇ ଥିବା ଜଣାପଡିଥିଲା। ପୁଲିସ ଗାଡି ସହିତ ଗଞ୍ଜେଇକୁ ଜବତ କରିଥିଲା। ଗଞ୍ଜେଇ ଓଜନ କରିବାରୁ ୪୦୫ କେଜି ହୋଇଥିଲା। ଗଞ୍ଜେଇ ଚାଲାଣ ମାମଲାରେ ମନମୁଣ୍ଡା ଥାନା ତିଲପଙ୍କା ଗ୍ରାମର କୁମାର ରଣା (୨୧)କୁ ଗିରଫ କରିଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories