www.samajalive.in
Saturday, December 6, 2025
14.1 C
Bhubaneswar

ଔଷଧ ଗୋଦାମରେ ଅଗ୍ନିକାଣ୍ଡ

ବୌଦ୍ଧ : ବୌଦ୍ଧ ଜିଲା ମୁଖ୍ୟ ହସ୍ପିଟାଲ ଔଷଧ ଗୋଦାମରେ ଅଗ୍ନିକାଣ୍ଡ ଘଟିଥିବା ନେଇ ଗୁରୁବାର ଖବର ମିଳିଛି। ସର୍ଟସର୍କିଟ ଯୋଗୁଁ ବିଳମ୍ବିତ ରାତିରେ ନିଆଁ ଲାଗିଥିବା ନେଇ ସୂଚନା ମିଳିଛି। ଏହି ଅଗ୍ନିକାଣ୍ଡରେ ଇଞ୍ଜେକସନ୍‌‌, ମେଡିସିନ୍‌‌, ଏସି ଓ ଡିପ୍‌‌ ଫ୍ରିଜର ଜଳି ଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories