www.samajalive.in
Saturday, December 6, 2025
19.1 C
Bhubaneswar

ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସଡକ ସୁରକ୍ଷା ଓ ମୋଟର ଆଇନ ସଚେତନତା

ବୌଦ୍ଧ : ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସରକାରୀ ଉଚ୍ଚ ବିଦ୍ୟାଳୟ, ବାଉଁଶୁଣୀଠାରେ ସଡକ ସୁରକ୍ଷା, ମୋଟୋର ଦୁର୍ଘଟଣା ଆଇନ, ଏହାର କ୍ଷତିପୂରଣ ଦାବୀ ଇତ୍ୟାଦି ଉପରେ ଏକ ଆଇନ ସଚେତନତା କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଜିଲ୍ଲା ଆଇନସେବା ପ୍ରାଧିକରଣର ସଚୀବ ସାସ୍ୱତି ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ୟ୍ୟକ୍ରମରେ ଟ୍ରାଫିକ ଇନିସ୍ପେକ୍ଟର ଦେବାଶିଷ ନାୟକ, ଓକିଲ ମନୋଜ କୁମାର ମାହାରଣା ଏବଂ ସରକାରୀ ଉଚ୍ଚ ବିଦ୍ୟାଳୟ, ବାଉଁଶୁଣୀର ବରିଷ୍ଠ ଶିକ୍ଷକଗଣ ଉପସ୍ଥିତ ଥିଲେ। ଏହି କାର୍ୟ୍ୟକ୍ରମରେ ସରକାରୀ ଉଚ୍ଚ ବିଦ୍ୟାଳୟ, ବାଉଁଶୁଣୀର ଶିକ୍ଷକ ଶିକ୍ଷୟତ୍ରୀ ଗଣ ଏବଂ ଛାତ୍ର ଛାତ୍ରୀ ଗଣ ବହୁ ପରିମାଣରେ ଉପସ୍ଥିତ ରହି ଏହାକୁ ସାଫଲ୍ୟମଣ୍ଡିତ କରିଥିଲେ। ଏଠାରେ ସମସ୍ତଙ୍କୁ ସଡକ ସୁରକ୍ଷାର ବିଭିନ୍ନ ନିୟମାବଳୀ, ଦୁର୍ଘଟଣା ପରେ କ୍ଷତିପୂରଣ ଦାବୀ ଇତ୍ୟାଦି ଉପରେ ସଚେତନ କରାଯାଇଥିଲା।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories